• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 10th February 2025 To 16th February 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଏହି ସପ୍ତାହର ରାଶିଫଳ

କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....

Pisces

ମୀନ

Monday 10 Feb 2025

ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଦି ପାଇବ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ଶିଳ୍ପ କ୍ଷେତ୍ରରେ ଉତ୍ପାଦନ ସୀମିତ ରହିବ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ପରିବାର ମଧ୍ୟରେ ନିଜର ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ରାଜନିତିରେ ନିଷ୍ପତି ନେବାରେ ଦ୍ୱନ୍ଦର ସମ୍ମୁଖିନ ହେବାକୁ ପଡିପାରେ । ଶିକ୍ଷାର୍ଥୀ ମାନେ ଶିକ୍ଷାରେ ଏକାଗ୍ରତା ରକ୍ଷା କରିବେ । ଜମିଜମା କ୍ରୟ ବିକ୍ରୟ କିମ୍ବା ନୂତନ ବାଣିଜ୍ୟାରମ୍ଭ ପାଇଁ ମନ ବଳାଇବେ । ମହିଳା ମାନେ ପୁରୁଣା ବନ୍ଧୁଙ୍କ ସହ ସମୟ ବିତାଇବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :