• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 10th February 2025 To 16th February 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଏହି ସପ୍ତାହର ରାଶିଫଳ

କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....

Cancer

କର୍କଟ

Monday 10 Feb 2025

ବ୍ୟବସାୟରେ ବ୍ୟସ୍ତ ରହିବେ, ମାତ୍ର ବିଶେଷ ଭାବରେ ଲାଭବାନ୍ ହେବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସାମାନ୍ୟ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ଆଶା ପୂରଣ ହେବାରେ ଜଣେ ସହକର୍ମୀ ସାହାଯ୍ୟ କରିବେ। ଅଭାବ, ଅଶାନ୍ତି ମଧ୍ୟରେ ସମୟ କାଟିବାକୁ ବାଧ୍ୟ ହୋଇପାରନ୍ତି । ଆପଣଙ୍କ ଧୈର‌୍ୟ୍ୟ, ଯୁକ୍ତିଯୁକ୍ତ କଥା ପରିସ୍ଥିତିକୁ ସମ୍ଭାଳିବାରେ ସାହାଯ୍ୟ କରିବ । ଅନ୍ୟମନସ୍କ କାରଣରୁ କିଛି ମୂଲ୍ୟବାନ ଜିନିଷ ହରାଇ ମାନସିକ ବ୍ୟଥା ଅନୁଭବ କରିପାରନ୍ତି । ଚାଲୁ ରହିଥିବା ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ ହେବ ଓ ଏହି ଦିଗରେ ଥିବା ପ୍ରତିବନ୍ଧକ ଅବଶ୍ୟ ଦୂରେଇଯିବ ।

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :