କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ଶିକ୍ଷା କ୍ଷେତ୍ରରେ ଆପଣ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର୍ୟ୍ୟ ପାଇବେ ।
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧