• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 10th February 2025 To 16th February 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଏହି ସପ୍ତାହର ରାଶିଫଳ

କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....

Virgo

କନ୍ୟା

Monday 10 Feb 2025

ସନ୍ତାନଙ୍କ ସ୍ୱାସ୍ଥ୍ୟହାନୀ ଦୁଃଶ୍ଚିନ୍ତାକୁ ବଢାଇ ଦେଇପାରେ । ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ଉତମ ରହିବ । ପ୍ରିୟବ୍ୟକ୍ତିଙ୍କଠାରୁ ବହୁ ଦୂରରେ ରହି ଚିନ୍ତିତ ରହିବେ। ଅର୍ଥନୈତିକ ଅଭିବୃଦ୍ଧି ସହ ଆନୁଷ୍ଠାନିକ କାର‌୍ୟ୍ୟ ସୁରୁଖୁରୁରେ ସମ୍ପନ୍ନ କରାଇବ। ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି। ପିଲାମାନଙ୍କ ଉଚ୍ଚଶିକ୍ଷା ସକାଶେ ପ୍ରାଧାନ୍ୟ ଦେଇପାରନ୍ତି । କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଜମି ମାମଲା ତୁଟି ଯାଇପାରେ । ମହିଳା ମାନେ ସୁଗୁଣ ହେବେ ।

ପ୍ରତିକାର - ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :