• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 10th February 2025 To 16th February 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଏହି ସପ୍ତାହର ରାଶିଫଳ

କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....

Libra

ତୁଳା

Monday 10 Feb 2025

ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । ମୁଣ୍ଡବ୍ୟଥା ଜନିତ ସମସ୍ୟା ଦେଖାଦେବ । ବ୍ୟବସାୟୀମାନେ କୌଶଳରେ କାର‌୍ୟ୍ୟ ହାସଲ କରିବେ । କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଧର୍ମାନୁଷ୍ଟାନରେ କାମ କରିବାର ସୁଯୋଗ ପାଇବେ । ରାଜନୀତିରେ ଶତ୍ରୁଙ୍କ ସଖ୍ୟା ବଢିବ । ପରିସ୍ଥିତିବଶତଃ ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । ଗୃହସୀମା ପାଇଁ ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ମହିଳା ମାନେ ଦାୟିତ୍ୱବାନ୍ ରହିବେ ।କୋର୍ଟର ରାୟ ଡେରି ହୋଇପାରେ । ମହିଳା ମାନଙ୍କ ଦିନ ଭଲରେ କଟିବ

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :