କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ହେବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର୍ୟ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ୟ୍ୟ ପାଇବେ । ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରରେ ଉପକୃତ ହେବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି ।
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯