କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
ବ୍ୟକ୍ତିମାନେ ଉପର ମନରେ ଭଲ କଥା କହି ପଛରେ ବହୁତ ସମାଲୋଚନା କରିବେ । ଭାଙ୍ଗିପଡିଥିବା ସମ୍ପର୍କ ଯୋଡ଼ିବାକୁ ଚେଷ୍ଟା କରି ସଫଳ ହୋଇପାରନ୍ତି । ବିଭିନ୍ନ ପ୍ରକାରର ସ୍ଥଗିତ କାମକୁ ନେଇ ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ । ପ୍ରଶାସନିକ ସ୍ତରରେ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ କିନ୍ତୁ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ । ଆଜି ଭ୍ରମଣ ହେତୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ନିର୍ଭରଯୋଗ୍ୟ ସୁତ୍ରରୁ କିଛି ଅର୍ଥ ପାଇବେ, ଯାହା ଆପଣଙ୍କର ଆର୍ଥିକ ଅସୁବିଧାକୁ ଦୂର କରିପାରେ । ଛାତ୍ରମାନେ ଶିକ୍ଷା ସମ୍ବନ୍ଧୀୟ ସୂଚନା ମଧ୍ୟ ପାଇବେ
ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩