• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 10th June To 16th June 2024: ଏହି ସପ୍ତାହରେ ଆକସ୍ମିକ ଧନ ପ୍ରାପ୍ତି ହେବ

ଏହି ସପ୍ତାହରେ ନୂତନ ସମ୍ପତି କ୍ରୟ କରିବେ,ଆକସ୍ମିକ ଧନ ପ୍ରାପ୍ତି ହେବ । ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ, ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ଓ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ ପାରନ୍ତି ।

Aries

ମେଷ

Tuesday 11 Jun 2024

ହଜମ ଜନୀତ ସମସ୍ୟା ଦେଖା ଦେଇପାରେ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ଉତ୍ତୀର୍ଣ୍ଣ ହେବେ । ନୂତନ ସମ୍ପତି କ୍ରୟ କରିବେ । କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟ ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ । ଆକସ୍ମିକ ଧନ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ ।

ପ୍ରତିକାର - “ଓଁ ହ୍ରୀଂ ଶ୍ରୀଂ ଲକ୍ଷ୍ମୀ ନାରାୟଣାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :