• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 10th June To 16th June 2024: ଏହି ସପ୍ତାହରେ ଆକସ୍ମିକ ଧନ ପ୍ରାପ୍ତି ହେବ

ଏହି ସପ୍ତାହରେ ନୂତନ ସମ୍ପତି କ୍ରୟ କରିବେ,ଆକସ୍ମିକ ଧନ ପ୍ରାପ୍ତି ହେବ । ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ, ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ଓ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ ପାରନ୍ତି ।

Taurus

ବୃଷ

Tuesday 11 Jun 2024

କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ ପ୍ରମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କର୍ମ କ୍ଷେତ୍ରରେ ଦାୟିତ୍ୱ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ । ଗୃହ ସମସ୍ୟାରେ ଧନ୍ଦି ହୋଇଯିବା ଫଳରେ ଆୟ ବ୍ୟୟରେ ତାଳମେଳ ରାହିବ ନାହିଁ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରିବା ଉଚିତ୍ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର -“ଓଁ ଗୋପାଳାୟ ଉତରଧ୍ୱଜାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :