• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 10th June To 16th June 2024: ଏହି ସପ୍ତାହରେ ଆକସ୍ମିକ ଧନ ପ୍ରାପ୍ତି ହେବ

ଏହି ସପ୍ତାହରେ ନୂତନ ସମ୍ପତି କ୍ରୟ କରିବେ,ଆକସ୍ମିକ ଧନ ପ୍ରାପ୍ତି ହେବ । ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ, ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ଓ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ ପାରନ୍ତି ।

Aquarius

କୁମ୍ଭ

Tuesday 11 Jun 2024

ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ ।ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ସରକାରୀ କାମରେ ସଫଳତା ମିଳିବ । ପରିଶ୍ରମ ଓ ମେହନତର ପରିମାଣ ମିଳିବ । ବିଦେଶ ଯାତ୍ରା , ସୁଖ ଶାନ୍ତି , ଯଶ ଲାଭ , ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଭଲ ରହିବ । ବହୁତ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ଋଣ ଭରଣାରେ ସହଜ ହେବ । ଭୋଗ ବିଳାସକ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ 

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର - “ଓଁ ଶ୍ରୀଂ ଉପେନ୍ଦ୍ରାୟ ଅଚ୍ୟୁତାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :