• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 10th June To 16th June 2024: ଏହି ସପ୍ତାହରେ ଆକସ୍ମିକ ଧନ ପ୍ରାପ୍ତି ହେବ

ଏହି ସପ୍ତାହରେ ନୂତନ ସମ୍ପତି କ୍ରୟ କରିବେ,ଆକସ୍ମିକ ଧନ ପ୍ରାପ୍ତି ହେବ । ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ, ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ଓ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ ପାରନ୍ତି ।

Pisces

ମୀନ

Tuesday 11 Jun 2024

କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ।ଅନ୍ୟ ମାନଙ୍କ ସହଯୋଗକାର ଠାରୁ ଉପକୃତ ହେବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ।

ପ୍ରତିକାର - “ଓଁ କ୍ଳୀଂ ଉଦ୍ଧୃତାୟ ଉଦ୍ଧାରିଣ ନମଃ”ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :