• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 10th June To 16th June 2024: ଏହି ସପ୍ତାହରେ ଆକସ୍ମିକ ଧନ ପ୍ରାପ୍ତି ହେବ

ଏହି ସପ୍ତାହରେ ନୂତନ ସମ୍ପତି କ୍ରୟ କରିବେ,ଆକସ୍ମିକ ଧନ ପ୍ରାପ୍ତି ହେବ । ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ, ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ଓ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ ପାରନ୍ତି ।

Gemini

ମିଥୁନ

Tuesday 11 Jun 2024

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ ।ପରିଶ୍ରମରେ ବିଫଳତା, ଭୟ ଓ ଆଶଙ୍କା ଦେଖା ଦେବ । ଚାକିରୀ କ୍ଷେତ୍ରରେ ଶତୃବୃଦ୍ଧି ଦେଖା ଦେଇପାରେ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ସବୁଥିରେ ସଫଳତା ମିଳିବ ଫଳରେ ସମୟ ହସ ଖୁସିରେ ବିତିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରୀକ୍ଷା, ପ୍ରତି ଯୋଗିତା , ସାକ୍ଷାତକାରରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁଦ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପଦନ ହେବ ।

ପ୍ରତିକାର -“ ଓଁ କ୍ଲୀଂ କୃଷ୍ଣାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :