• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 10th June To 16th June 2024: ଏହି ସପ୍ତାହରେ ଆକସ୍ମିକ ଧନ ପ୍ରାପ୍ତି ହେବ

ଏହି ସପ୍ତାହରେ ନୂତନ ସମ୍ପତି କ୍ରୟ କରିବେ,ଆକସ୍ମିକ ଧନ ପ୍ରାପ୍ତି ହେବ । ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ, ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ଓ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ ପାରନ୍ତି ।

Cancer

କର୍କଟ

Tuesday 11 Jun 2024

ଶାରୀରିକ ପିଡା ଭୋଗ କରି ପାରନ୍ତି । ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତିପାଇବେ । ଛାତ୍ରଛାତ୍ରୀ ମାନେ ଲକ୍ଷଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ ।

ପ୍ରତିକାର - “ଓଁ ହିରଣ୍ୟଗର୍ଭାୟ ଅବ୍ୟକ୍ତରୂପିଣେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :