• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 10th June To 16th June 2024: ଏହି ସପ୍ତାହରେ ଆକସ୍ମିକ ଧନ ପ୍ରାପ୍ତି ହେବ

ଏହି ସପ୍ତାହରେ ନୂତନ ସମ୍ପତି କ୍ରୟ କରିବେ,ଆକସ୍ମିକ ଧନ ପ୍ରାପ୍ତି ହେବ । ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ, ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ଓ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ ପାରନ୍ତି ।

Leo

ସିଂହ

Tuesday 11 Jun 2024

ସାମାଜିକ ପତିଆରା ଅମଳିନ ରହିବ । ପଡୋଶିଙ୍କ ସହ ଚତୁରତାର ସହ କଥା କହି କାର୍ଯ୍ୟ ହାସଲ କରିବେ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ରାଜନୀତିରେ ସମସ୍ତ ଗୁରୁଦ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ । ମିତ୍ରଙ୍କ ଦ୍ୱାରା ସହାୟତା ମିଳିବ । କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ଅଧିକ ପରିଶ୍ରମ କରି ସାମାନ୍ୟଲାଭ ପାଇବେ । ଶରୀରପୀଡା ଭୋଗ କରି ପାରନ୍ତି ।

ପ୍ରତିକାର - “ଓଁ କ୍ଳୀଂ ବ୍ରହ୍ମଣେ ଜଗଦାଧାରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :