• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 10th June To 16th June 2024: ଏହି ସପ୍ତାହରେ ଆକସ୍ମିକ ଧନ ପ୍ରାପ୍ତି ହେବ

ଏହି ସପ୍ତାହରେ ନୂତନ ସମ୍ପତି କ୍ରୟ କରିବେ,ଆକସ୍ମିକ ଧନ ପ୍ରାପ୍ତି ହେବ । ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ, ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ଓ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ ପାରନ୍ତି ।

Virgo

କନ୍ୟା

Tuesday 11 Jun 2024

ପରିବାରର ପରିସ୍ଥିତିକୁ ନେଇ ମନ ଭାରାକ୍ରାନ୍ତ ରହିବ । କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟୀମାନେ ଯେତେ ଅଧିକ ଲାଭ ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ନିଜର ଜିନିଷ ଅନ୍ୟକୁ ଦେଇ ଅପମାନିତ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହ ଭେଟ ହେବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରିବା ଉଚିତ୍ ।

ପ୍ରତିକାର - “ଓଁ ନମୋ ପ୍ରୀଂ ପୀତାମ୍ବରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :