• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 10th June To 16th June 2024: ଏହି ସପ୍ତାହରେ ଆକସ୍ମିକ ଧନ ପ୍ରାପ୍ତି ହେବ

ଏହି ସପ୍ତାହରେ ନୂତନ ସମ୍ପତି କ୍ରୟ କରିବେ,ଆକସ୍ମିକ ଧନ ପ୍ରାପ୍ତି ହେବ । ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ, ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ଓ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ ପାରନ୍ତି ।

Libra

ତୁଳା

Tuesday 11 Jun 2024

ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ ଓ ନିଜ କ୍ଷେତ୍ରରେ କର୍ମ ଯୋଗକୁ ଅଧିକ ମହତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ବ୍ୟବସାୟମାନେ ଅଧିକ ଲାଭ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାମ ହେବ । ପ୍ରେମିକ ପ୍ରେମିକା ମାନେ ବନ୍ଧୁମିତ୍ରଙ୍କ ସହ ହସଖୁସିରେ ବାତାବରଣ ସୃଷ୍ଟି କରିବେ ।

ପ୍ରତିକାର - “ଓଁ ତତ୍ୱ ନିରଞନାୟ ତାରକରାମାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ବିଛା

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :