• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 10th June To 16th June 2024: ଏହି ସପ୍ତାହରେ ଆକସ୍ମିକ ଧନ ପ୍ରାପ୍ତି ହେବ

ଏହି ସପ୍ତାହରେ ନୂତନ ସମ୍ପତି କ୍ରୟ କରିବେ,ଆକସ୍ମିକ ଧନ ପ୍ରାପ୍ତି ହେବ । ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ, ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ଓ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ ପାରନ୍ତି ।

Scorpio

ବିଛା

Tuesday 11 Jun 2024

ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରସାର କରି ସାମାନ୍ୟ ଲାଭ ପାଇବେ ।ଅପେକ୍ଷା କରିଥିବା ଖବରଟି ନପାଇ ବ୍ୟସ୍ତ ହୋଇପଡିବେ । ମନବଳ ଯୋଗୁ ବହୁ ବିପଦରୁ ରକ୍ଷା ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାରତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ପେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ ।

ପ୍ରତିକାର - “ଓଁ ନାରାୟଣାୟ ସୁରସିଂହାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :