• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 10th June To 16th June 2024: ଏହି ସପ୍ତାହରେ ଆକସ୍ମିକ ଧନ ପ୍ରାପ୍ତି ହେବ

ଏହି ସପ୍ତାହରେ ନୂତନ ସମ୍ପତି କ୍ରୟ କରିବେ,ଆକସ୍ମିକ ଧନ ପ୍ରାପ୍ତି ହେବ । ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ, ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ଓ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ ପାରନ୍ତି ।

Sagittarius

ଧନୁ

Tuesday 11 Jun 2024

ବ୍ୟବସାୟରେ ଉନ୍ନତି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଭଲ ଲୋକଙ୍କ ସହ ମିଶିବାର ଅବସର ପାଇବେ । ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ସୁଖ ସମୃଦ୍ଧି ବୃଦ୍ଧିହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନ ଫଳପ୍ରାପ୍ତି ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ କରିବେ । ଲୋକ ସମ୍ପର୍କ ଆତ୍ମନ୍ତୋଷ ବେଢଇବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ 

ପ୍ରତିକାର - “ଓଁ ଶ୍ରୀଂ ଦେବକୃଷ୍ଣାୟ ଉର୍ଦ୍ଧ୍ୱଷଂତାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :