• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 10th June To 16th June 2024: ଏହି ସପ୍ତାହରେ ଆକସ୍ମିକ ଧନ ପ୍ରାପ୍ତି ହେବ

ଏହି ସପ୍ତାହରେ ନୂତନ ସମ୍ପତି କ୍ରୟ କରିବେ,ଆକସ୍ମିକ ଧନ ପ୍ରାପ୍ତି ହେବ । ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ, ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ଓ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ ପାରନ୍ତି ।

Capricorn

ମକର

Tuesday 11 Jun 2024

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ । ବ୍ୟବସାୟର ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ । ରାଜନୀତିରେ ସଫଳତା ପାଇ ପାରନ୍ତି । ଠିକ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର - “ଓଁ ଶ୍ରୀଂ ବତ୍ସଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :