• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 1orh March 2025 To 16th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆପଣ ଟିକେ ଆଳସ୍ୟ ଅନୁଭବ କରିବେ। ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ। ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡ଼ିବେ। ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ।

Aries

ମେଷ

Monday 10 Mar 2025

ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆପଣ ଟିକେ ଆଳସ୍ୟ ଅନୁଭବ କରିବେ। ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ। ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡ଼ିବେ। ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ। ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡ଼ିପାରନ୍ତି। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି। କୈାଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡ଼ିବେ। ମହିଳାମାନେ ଅଧିକ କାର୍ଯ୍ୟକରି ପ୍ରଂଶସିତ ହେବେ। ସମ୍ପତି ବଢାଇବାର ଯୋଜନା ସଫଳ ହେବ।

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :