• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 1orh March 2025 To 16th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆପଣ ଟିକେ ଆଳସ୍ୟ ଅନୁଭବ କରିବେ। ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ। ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡ଼ିବେ। ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ।

Taurus

ବୃଷ

Monday 10 Mar 2025

ସମୟ ଏପରି ହେବ ଯେ ଦୁଇ ପଇସା ଜାଗାରେ ଛ ପଇସା ଖର୍ଚ୍ଚ କରିବାକୁ ପଡିବ। ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ। ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ। ଜମି କ୍ରୟ କରି ଖୁସି ରହିବେ। ମହିଳା ମାନେ ପରିବାରରେ ପୁଷ୍ଟି ସାଧନ କରିବେ । କୈାଣସି କଥାକୁ ନେଇ ଭାବୁକ ରହିବେ । ଆୟନୀ , ଅଦାଲତରେ ଜଡିତ ରହିବେ । ମହିଳା ମାନଙ୍କୁ ବନ୍ଧୁଙ୍କ ସହଯୋଗ ମିଳିବ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନ ଲାଭର ଯୋଗ ଅଛି । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ ।

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :