• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 1orh March 2025 To 16th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆପଣ ଟିକେ ଆଳସ୍ୟ ଅନୁଭବ କରିବେ। ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ। ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡ଼ିବେ। ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ।

Aquarius

କୁମ୍ଭ

Monday 10 Mar 2025

ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାରେ ସାହାଯ୍ୟ କରିବ। କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ। କବିଙ୍କର କୌଣସି କବିତାରେ ପ୍ରଂଶସା ମିଳିପାରେ। ନେତା ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ। ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୂରା କରିବେ। ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ। ଭଗବାନକୁ ସୁମରଣ ଦ୍ୱାରା ମନସ୍କାମନା ପୂରଣ ହେବ। ମହିଳାମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ। ପଢାପଢିରେ ଓ ପରୀକ୍ଷାରେ ସମଫଳ ମିଳିବ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :