ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆପଣ ଟିକେ ଆଳସ୍ୟ ଅନୁଭବ କରିବେ। ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ। ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡ଼ିବେ। ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ।
ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ। ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ। ହଜିଥିବା ଜିନିଷର ସନ୍ଧାନ ପାଇ ପୂରାଦିନ ଖୁସି ରହିବେ। କୈାଣସି କାର୍ଯ୍ୟରେ ସଫଳତାରେ ବିଘ୍ନ ଆସିପାରେ। ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ। ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି। ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ। ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ। କୋର୍ଟରେ ଅପବ୍ୟବହାର ଦେଖାଇବେ। ଗୃହିଣୀମାନେ ଘର ସଜ୍ଜାରେ ବ୍ୟସ୍ତ ରହିବେ। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ।
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଳିଲା କଦଳୀ ଖାଇବାକୁ ଦିଅନ୍ତୁ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩