• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 1orh March 2025 To 16th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆପଣ ଟିକେ ଆଳସ୍ୟ ଅନୁଭବ କରିବେ। ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ। ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡ଼ିବେ। ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ।

Cancer

କର୍କଟ

Monday 10 Mar 2025

ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ। ବ୍ୟପାର ବୃତ୍ତିରେ ପ୍ରଗତି ହେବ। ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ। ଅଫିସରେ ଆପଣଙ୍କୁ ସାବଧାନ ରହିବାକୁ ପଡିବ। ପ୍ରଶାସନ ସହ ଜଡିତ ଲୋକମାନଙ୍କ ଉପରେ କମ୍ ଚାପ ରହିବ। ବ୍ୟବସାୟୀ ମାନେ ବିଶେଷ ଲାଭବାନ୍ ହେବେ। କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ପୈତୃକ ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ। ମହିଳାମାନେ ନିଜ ବ୍ୟବହାରରେ ସଂଯମତା ରକ୍ଷା କରନ୍ତୁ। ଶୃଙ୍ଖଳିତ ଭାବରେ କର୍ମ କରି ସଫଳତା ପାଇବେ।

ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :