• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 1orh March 2025 To 16th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆପଣ ଟିକେ ଆଳସ୍ୟ ଅନୁଭବ କରିବେ। ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ। ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡ଼ିବେ। ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ।

Scorpio

ବିଛା

Monday 10 Mar 2025

ଦେହ ଖରାପରୁ ଉପଶମ ମିଳିବ। ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ। କାମଧନ୍ଦାରେ ଉନ୍ନତି ହେବ। ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ। ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ। ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଛାତ୍ରମାନେ ମୈଳିକ ବୁଦ୍ଧିର ଉପଯୋଗ କରିବେ। ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ। ଅଦାଲତରେ ଜୟଯୁକ୍ତ ହେବେ। ଆପଣଙ୍କ କାମରେ ଜୀବନ ସାଥୀ ପ୍ରଂଶନ ରହିବେ। ମହିଳାମାନେ ଖାଦ୍ୟ ପ୍ରିୟ ହେବା ସହ ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭୋଗ କରିବେ। ସାହିତ୍ୟ, ସଙ୍ଗୀତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :