• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 1orh March 2025 To 16th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆପଣ ଟିକେ ଆଳସ୍ୟ ଅନୁଭବ କରିବେ। ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ। ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡ଼ିବେ। ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ।

Sagittarius

ଧନୁ

Monday 10 Mar 2025

ପିତାମାତାଙ୍କ ଓ ସହଯୋଗ ପାଇବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ। ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ। ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ। କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ। କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ। ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ। ଚାକିରିରେ ପ୍ରାଧାନ୍ୟ ବୃଦ୍ଧି ପାଇବ। ପଢାପଢିରେ ଶୁଭଫଳ ମିଳିବ। କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ଅଫିସ୍ କାମରେ ବ୍ୟସ୍ତ ରହିବେ ।

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :