ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ଆପଣ ଟିକେ ଆଳସ୍ୟ ଅନୁଭବ କରିବେ। ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ। ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡ଼ିବେ। ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ।
ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ। ବ୍ୟବସାୟରେ ଆୟ-ବ୍ୟୟ ସମାନ ରହିବ। ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ। ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ। ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି। ଅଜଣା ଶତ୍ରୁ ଆପଣଙ୍କର କ୍ଷତି କରି ପାରନ୍ତି। ଆର୍ଥିକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ। ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ। ଆଇନ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ। ନାନା ଚିନ୍ତାରେ ମାନସିକ ଅସ୍ଥିରତା ବଢିବ। ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮