ଏହି ସପ୍ତାହରେ କୋର୍ଟ ମାମଲାରେ ଲାଭ ହେବ,ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି । ପାରିବାରିକ ସମସ୍ୟା ଗୁଡିକ ସମାଧାନ ହେବ, ଏହି ସପ୍ତାହରେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ,ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହୋଇ ପାରନ୍ତି
ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ । କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ । ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନ ବାହନ, ସଭସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ
ପ୍ରତିକାର- ଇଷ୍ଟ ଦେବୀ ମା କମଳାଙ୍କର ମନ୍ତ୍ର ପାଠ କରନ୍ତୁ