• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 12th August To 18th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Aries

ମେଷ

Monday 12 Aug 2024

ପରିବାର ତଥା କୁଟୁମ୍ଭରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଆୟୋଜନ କରିପାରିବେ । ଶ୍ରମିକ ଓ କର୍ମଚାରୀମାନେ କଠିନ ପରିଶ୍ରମ କରିବେ । ଧନଧାନ୍ୟ, ଐଶ୍ୱର୍ଯ୍ୟ, ମାନସମ୍ମାନ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଗୃହ ନିର୍ମାଣ କରିବାରେ ଅଧିକ ଖର୍ଚ୍ଚ କରିବାକୁ ପଡିବ ।

ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :