• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 12th August To 18th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Taurus

ବୃଷ

Monday 12 Aug 2024

ଆବଶ୍ୟକତାଠାରୁ ଅଧିକ ଧନ ପାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତି ପାଇବେ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । ଆପଣଙ୍କର ଧ୍ୟାନ ପରିବାର ଓ ପଇସା ଦିଗରେ ଲାଗିରହିବ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ । ଆର୍ଥିକ ସ୍ଥିତିରେ ପୂର୍ବ ଅପେକ୍ଷା ଉନ୍ନତି ହେବ ।

ପ୍ରତିକାର- କୌଣସି ଶୁକ୍ଲବର୍ଣ୍ଣ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :