• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 12th August To 18th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Aquarius

କୁମ୍ଭ

Monday 12 Aug 2024

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବା ଫଳରେ ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ଓ ଶତ୍ରୁମାନଙ୍କୁ ମୁକାବିଲା କରିପରିବେ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ପୈତୃକ ସମ୍ପତି କୁ ନେଇ ଭାତୃ ବିବାଦର ଅବସାନ ଘଟିବ । ଦୀର୍ଘଦିନରୁ ଅପେକ୍ଷା କରିଥିବା କାମ ସମ୍ପର୍କରେ କିଛି ଆଶାଜନକ ଖବର ପାଇ ସାମୟିକ ଖୁସି ହୋଇଯିବେ ।

ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ”ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :