• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 12th August To 18th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Cancer

କର୍କଟ

Monday 12 Aug 2024

ଆଖିରେ ଯନ୍ତ୍ରଣା ଅନୁଭବ କରିବା ସହିତ ଅନ୍ୟ କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ନିଜ କାର‌୍ୟ୍ୟ କ୍ଷେତ୍ରରେ ଏକ ବଡ଼ ପଦୋନ୍ନତି ପାଇବାର ସମ୍ଭାବନା ପାଇପାରିବେ । ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।

ପ୍ରତିକାର – ମା ଭୂବନେଶ୍ୱରୀ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :