• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 12th August To 18th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Leo

ସିଂହ

Monday 12 Aug 2024

ଆପଣଙ୍କୁ ଲାଭ ମିଳିବ, କାରଣ ପରିବାର ଲୋକ ଆପଣଙ୍କ ସକରାତ୍ମକ ଭାବନାଠୁ ପ୍ରଭାବିତ ହେବେ ଓ ପ୍ରଶଂସା କରିବେ। ଆପଣ ଆପଣଙ୍କ ପ୍ରେମୀଙ୍କୁ ଦେଇଥିବା କୌଣସି ବଚନ ରଖିପାରିବେନି ଯେଉଁଥିପାଇଁ ସେ ନାରାଜ ହୋଇ ପାରନ୍ତି। ସମାଜଠୁ ଦୂରରେ ରହିଲେ ଆବଶ୍ୟକତା ସମୟରେ କେହିବି ଆପଣଙ୍କ ପାଖକୁ ଆସିବେନି । ନିଜ ପ୍ରିୟର ଭାବନାକୁ ବୁଝନ୍ତୁ ॥ ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ ।

ପ୍ରତିକାର- ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :