• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 12th August To 18th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Virgo

କନ୍ୟା

Monday 12 Aug 2024

ବ୍ୟବସାୟରେ ମଧ୍ୟମ ଧରଣର ଲାଭ ପାଇବେ । କର୍ମଜୀବୀମାନେ କର୍ମପ୍ରବଣତା ଦେଖାଇବେ । ବନ୍ଧୁ ବର୍ଗରେ କଳହ ଓ ମନାନ୍ତର ସୃଷ୍ଟି ହେବ । ଅନ୍ୟମାନଙ୍କୁ ସାମୋହିକ ସାହାଯ୍ୟ ସହଯୋଗ କରି ପରୋକ୍ଷରେ ପ୍ରଶଂସିତ ହେବେ । ସଭା ସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବେ । ଆକସ୍ମିକ ଅର୍ଥଲାଭ ହେବାର ସମ୍ଭାବନା ଅଛି । ଯେ କୌଣସି କାମ କରନ୍ତୁ ନା କାହିଁକି , ବିଶେଷ ଭାବେ ଖର୍ଚ୍ଚ କରିବାକୁ ପଡିପାରେ । ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂର ହେବ ।

ପ୍ରତିକାର- ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :