Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...
ପାରିବାରିକ ଜୀବନରେ ଯଥେଷ୍ଟ ପରିବର୍ତ୍ତନ ଆସିବ ତେଣୁ ଏହି ସମୟ ମଧ୍ୟରେ ଆପଣଙ୍କୁ ଅତିରିକ୍ତ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ । କାର୍ଯ୍ୟାଳୟ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ଆନୁଷ୍ଠାନିକ କାମ ହାସଲ ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ଉପରେ ନିର୍ଭର କରିବେ । ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୁରଣ କରିବେ । ଦାମ୍ପତ୍ୟ ଜୀବନରେ ଭୁଲବୁଝାମଣା ହେତୁ କଳହ ସୃଷ୍ଟି ହୋଇପାରେ ।
ପ୍ରତିକାର – ଓଁ ଦ୍ରାଂ ଦ୍ରୀଂ ଦୈା ସଃ ଶୁକ୍ରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬