Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...
ବ୍ୟବସାୟୀମାନେ ସେମାନଙ୍କ ପରିବାରର ସଦସ୍ୟଙ୍କଠାରୁ ଦୂରରେ ରହିବେ । କର୍ମକ୍ଷେତ୍ରରେ କିଛି ନୂତନ କାମ ସୃଷ୍ଟି କରିବା ସକଶେ ଚିନ୍ତା କରି ପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ଘଟିପାରେ ଏବଂ କଳା, ସାହିତ୍ୟ, ସଭାସମିତିରେ ଯୋଗ ଦେଇପାରନ୍ତି। ଯେଉଁମାନେ ଆପଣଙ୍କୁ ଆର୍ଥିକ ସାହାଯ୍ୟ ମାଗନ୍ତି ଏବଂ ପରେ ଏହାକୁ ଫେରସ୍ତ କରନ୍ତି ନାହିଁ ସେମାନଙ୍କ ଠାରୁ ଦୂରେଇ ରୁହନ୍ତୁ । ଘରୋଇ ସମସ୍ୟା ସମାଧାନ ହୋଇଯିବ, କିନ୍ତୁ ମନ ଅସ୍ଥିର ରହିବ। ଅତ୍ୟଧିକ କାର୍ୟ୍ୟ ଆପଣଙ୍କୁ ମାନସିକ ସ୍ତରରେ ଚାପ ଦେଇପାରେ । ସାମାଜିକ ସ୍ତରରେ ବନ୍ଧୁମିଳନରୁ ଖୁସି ହେବେ।
ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯