• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 12th August To 18th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Sagittarius

ଧନୁ

Monday 12 Aug 2024

ପାରିବାରିକ କ୍ଷେତ୍ରରେ ସ୍ନେହ ଭାବ ବୃଦ୍ଧି ହୋଇ ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂର ଯାତ୍ରାର ସୁଯୋଗ ପାଇବେ । ଥଣ୍ଡା ଜ୍ୱର ଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି । ମଧୁର ଭାଷା ପ୍ରୟୋଗ କରି ପରକୁ ଆପଣାର କରିପାରନ୍ତି । ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ । ରାଜନୈତିକ କ୍ଷେତ୍ରରେ ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଧର୍ମାତ୍ମା, ବିଦ୍ୱାନ, ସାହସୀ ଓ ସମ୍ପତ୍ତି ବାନ୍ ହୋଇପାରନ୍ତି ।

ପ୍ରତିକାର-“ଓଁ ଶ୍ରୀଂ ଦେବକୃଷ୍ଣାୟ ଉର୍ଦ୍ଧ୍ୱଷଂତାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :