ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ସୋମବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ପ୍ରତିପଦ ଦିବା ୦୮.୨୫ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୦୮.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୧୩ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।
କୌଣସି ଜ୍ଞାନ କଥା ଶୁଣିବାକୁ ପାଇବେ। ନୂଆ କାମରେ ଆଗ୍ରହ ବଢ଼ିବ। ବିରୋଧୀ ପକ୍ଷ ଭ୍ରମିତ କରିବାକୁ ଚେଷ୍ଟା କରିବେ। ପ୍ରେମୀଯୁଗଳ ନିଜ ସାଥୀର ଭାବନାକୁ ବୁଝିବେ।ଆପଣଙ୍କ ଭିତରେ ନୂଆ ଆଶା ଓ ଖୁସି ବଢ଼ିବ। କୌଣସି ବଡ଼ କାମ କରିବା ପୂର୍ବରୁ ଉଭୟ ସକାରାତ୍ମକ ଓ ନକାରାତ୍ମକ ଦିଗ ଉପରେ ବିଚାର କରନ୍ତୁ। ବ୍ୟବସାୟରେ କିଛି ପରିବର୍ତ୍ତନ କରିବେ। ଏଇ ପରିବର୍ତ୍ତନ ଆପଣଙ୍କ ପାଇଁ ଲାଭକାରୀ ସାବ୍ୟସ୍ତ ହେବ। ନିଜର ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ ଭବିଷ୍ୟତରେ ଆସିବାକୁ ଥିବା ଅଶାନ୍ତିରୁ ରକ୍ଷା ପାଇଯିବେ। ଫିଲ୍ମ ଜଗତରେ ଥିବା ବ୍ୟକ୍ତିମାନେ ବଡ଼ ପ୍ରୋଜେକ୍ଟରେ କାମ ପାଇବେ।
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮