• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 14th April 2025 To 20th April 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ସୋମବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ପ୍ରତିପଦ ଦିବା ୦୮.୨୫ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୦୮.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୧୩ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Pisces

ମୀନ

Monday 14 Apr 2025

ନବ ବିବାହିତ ନିଜର ସାଥୀଙ୍କୁ କୌଣସି ଉପହାର ଦେବେ। ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭଲ ଉଦ୍ୟୋଗରେ ଚାକିରିର ଡ଼ାକରା ଆସିବ। ଛାତ୍ରମାନେ ଫଳ ଚିନ୍ତା ନକରି ପରିଶ୍ରମ କରନ୍ତୁ।ବେପାର ଉଦ୍ୟୋଗରେ ପ୍ରଗତି ଲାଗି ସମୟ ଅନୁକୂଳ। ଟଙ୍କାପଇସା ସଂପର୍କିତ ବଡ଼ ନିଷ୍ପତ୍ତି ଭବିଚିନ୍ତି ନିଅନ୍ତୁ। ଚାକିରିଜୀବୀଙ୍କ ଲାଗି ଭଲ ସୁଯୋଗ ଆସିପାରେ। ବରିଷ୍ଠଙ୍କ ସହିତ ବ୍ୟବହାରରେ ସାବଧାନତା ଅବଲମ୍ବନ କରନ୍ତୁ। ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭଲ କଂପାନିରୁ ଚାକିରିର ଖବର ଆସିପାରେ। କୌଣସି ମୋଟର ଗାଡ଼ି କିଣିବାର ଇଚ୍ଛା ପୂରା ହେବ। 

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS