• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 14th April 2025 To 20th April 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ସୋମବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ପ୍ରତିପଦ ଦିବା ୦୮.୨୫ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୦୮.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୧୩ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Gemini

ମିଥୁନ

Monday 14 Apr 2025

କାରବାରରେ ଏକ ଲୟ ତିଆରି କରି କାମ କରନ୍ତୁ ଲାଭ ହେବ। ଭାଇ ଭଉଣୀଙ୍କ ସହିତ ସମ୍ବନ୍ଧ ଭଲ ହେବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଆନନ୍ଦମୟ ରହିବ।ଅଯଥା କଥାରେ ମୁଣ୍ଡ ପୂରାନ୍ତୁ ନାହିଁ। ଟ୍ରାଭେଲ୍ ଏଜେନ୍ସି କ୍ଷେତ୍ରରେ ଥିବା ଲୋକଙ୍କର ଆୟ ଭଲ ହେବ। ଅଫିସ୍ ତରଫରୁ ବାହାରକୁ ଯିବାର ସୁଯୋଗ ପାଇବେ। କାହାରି ସହିତ ବନ୍ଧୁତା କରିବା ପୂର୍ବରୁ ତାଙ୍କ ବ୍ୟବହାରକୁ ଭଲଭାବେ ଜାଣନ୍ତୁ। ନୂଆ ଗୃହ ସଂପତ୍ତି କିଣିବା ଲାଗି ବିଚାର କରିବେ। ନବ ବିବାହିତ ଦମ୍ପତି ବାହାରକୁ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ। ବିଦ୍ୟାର୍ଥୀ ପରିଶ୍ରମର ବହୁତ ଭଲ ପରିଣାମ ପାଇବେ।

ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ ।
 
ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS