• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 14th April 2025 To 20th April 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ସୋମବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ପ୍ରତିପଦ ଦିବା ୦୮.୨୫ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୦୮.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୧୩ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Cancer

କର୍କଟ

Monday 14 Apr 2025

ଆପଣଙ୍କ ଜୀବନ ଜୀବିକା ପାଇଁ ଭଲ ଦିନଟିଏ। ପରିବାର ଲୋକଙ୍କ ମଧ୍ୟରେ ମଧୁର ବାତାବରଣ ରହିବ। ଅଫିସର କୌଣସି କାମରେ ଦୂରସ୍ଥାନକୁ ଯିବେ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।ଏଭଳି ପରିସ୍ଥିତି ଠାରୁ ଦୂରରେ ରହନ୍ତୁ ଯେଉଁଥିରେ ଆପଣ ଅସୁବିଧା ଅନୁଭବ କରୁଛନ୍ତି। ଭାବନା ସକାରାତ୍ମକ କରି ରଖନ୍ତୁ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗରେ ଆପଣଙ୍କୁ ଲାଭ ପ୍ରାପ୍ତହେବ। ବହୁଦିନରୁ ବିକ୍ରି ହେଉ ନଥିବା ଜମି ଭଲ ଦାମରେ ବିକ୍ରି କରିପାରିବେ। ଅଫିସ୍ରେ ନୂଆକରି ଯୋଗ ଦେଇଥିବା କର୍ମଚାରୀଙ୍କ ସହିତ ବ୍ୟବହାର ଟିକେ ସହଜ ରଖନ୍ତୁ। ପରିବାରରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS