• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 14th April 2025 To 20th April 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ସୋମବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ପ୍ରତିପଦ ଦିବା ୦୮.୨୫ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୦୮.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୧୩ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Leo

ସିଂହ

Monday 14 Apr 2025

କ୍ୟାରିୟରରେ ସଫଳତା ପାଇବେ। ଘରକୁ କୌଣସି ବନ୍ଧୁର ଆଗମନ ହେବ। ଛାତ୍ର ନିଜ କ୍ୟାରିୟରରେ ସଫଳତାର ଖୁବ୍ ନିକଟବର୍ତ୍ତୀ ହୋଇପାରିବେ। ଯାନ ସାବଧାନତାର ସହ ଚଳାନ୍ତୁ।ଆପଣଙ୍କ ବ୍ୟକ୍ତିତ୍ବକୁ ବିସ୍ତାରିତ କରିବା ଲାଗି ଚେଷ୍ଟା କରିବେ। କାମ ପ୍ରତି ଆପଣଙ୍କର ଖଟଣି ଆନନ୍ଦ ଆଣିଦେବ। ନୂଆ ଲୋକମାନଙ୍କ ସହିତ ସଂପର୍କ ଗଢ଼ିବେ। ବ୍ୟବସାୟରେ ନୂଆ ଗୋଷ୍ଠୀ ସହିତ ଯୋଡ଼ିହେବାର ବିଚାର କରିବେ। ଅଫିସ୍ରେ କୌଣସି କାମକୁ ନେଇ ବିଚାରବିମର୍ଶ କରିବାକୁ ପଡ଼ିପାରେ। ଖେଳାଳି ପ୍ରଶିକ୍ଷକଙ୍କଠାରୁ କିଛି ବିଶେଷ ଶିଖିବେ। 

ପ୍ରତିକାର –  ମା  ଭୂବନେଶୂରୀଙ୍କ  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ବାଇଗଣୀ

ଶୁଭ ସଂଖ୍ୟା :

VASTU TIPS