ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ସୋମବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ପ୍ରତିପଦ ଦିବା ୦୮.୨୫ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୦୮.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୧୩ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।
ଚିଡ଼ିଚିଡ଼ାପଣ ଦୂର କରିବାକୁ ଚେଷ୍ଟା କରନ୍ତୁ। ବିବାହିତଙ୍କୁ ପରିବାର ସ୍ଥିତି ସମ୍ବନ୍ଧରେ ଭାବିବାକୁ ପଡ଼ିବ। ଚାକିରିଜୀବୀଙ୍କ ଲାଗି ଭଲ ଦିନଟିଏ। ଛାତ୍ରଛାତ୍ରୀ ଲେଖାପଢ଼ାରେ ମନୋଯୋଗ ଦିଅନ୍ତୁ।କଠିନ ପରିଶ୍ରମ ଫଳଦାୟୀ ସାବ୍ୟସ୍ତ ହେବ। ଯେଉଁ ମହିଳାମାନେ ଘରେ ବ୍ୟବସାୟ କରିବାକୁ ଭାବୁଛନ୍ତି ସେମାନଙ୍କ ଆଶା ପୂରଣ ହେବ। ଚାକିରି ବଦଳାଇବାକୁ ଚାହୁଥିଲେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଚାକିରି ଖୋଜୁଥିବା ବ୍ୟକ୍ତିମାନେ ଭଲ କଂପାନିରେ ସାକ୍ଷାତ୍କାର ପାଇଁ ଡାକରା ପାଇବେ। ଜମି ସଂପର୍କିତ ଅଟକିଥିବା ମାମଲା ପୂରା ହୋଇଯିବ।
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩