• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 14th April 2025 To 20th April 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ସୋମବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ପ୍ରତିପଦ ଦିବା ୦୮.୨୫ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୦୮.୨୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୧୩ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Capricorn

ମକର

Monday 14 Apr 2025

ଜୀବନସାଥୀ ଠାରୁ ଖୁସି ଖବର ଶୁଣିବେ। କାରବାରରେ ଲାଗି ରହିଥିବା ସମସ୍ୟା ବାପାଙ୍କ ମାଧ୍ୟମରେ ଦୂର କରିବେ। ଜମିରେ ନିବେଶ ଲାଗି ଦିନଟି ଭଲ। ଘରକୁ କୌଣସି ବନ୍ଧୁ ଆସିବେ।ସମୟ ଆପଣଙ୍କ ଲାଗି ଉତ୍ତମ। କ୍ୟାରିୟର୍ ସହିତ ଜଡ଼ିତ କୌଣସି ସୁଯୋଗ ପାଇବେ। ନୂଆ କାର‌୍ୟ୍ୟରେ ନିବେଶ କରିପାରନ୍ତି। ସରକାରୀ ଚାକିରିଆଙ୍କ ଲାଗି ସମୟ ଭଲ। ଉପରିସ୍ଥ କର୍ମଚାରୀ ଆପଣଙ୍କ କାମକୁ ନେଇ ପ୍ରଶଂସା କରିବେ। ଓକିଲଙ୍କର କୌଣସି ଗ୍ରାହକଙ୍କଠାରୁ ଭଲ ଧନଲାଭ ହେବ। ପରିବାରରେ ସବୁ ଲୋକ ଆପଣଙ୍କ କାମରେ ପ୍ରସନ୍ନ ରହିବେ। ବନ୍ଧୁ ସହିତ ବିଦେଶ ଯିବାର ଯୋଜନା କରିବେ। ଛାତ୍ରଛାତ୍ରୀ ଲେଖାପଢ଼ାରେ ଭଲ ପରିଣାମ ପାଇବେ।

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS