• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 14th October To 20th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂଆ ଘର କିଣିବାରେ ଟଙ୍କା ବିନିଯୋଗ କରିପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ।

Aries

ମେଷ

Monday 14 Oct 2024

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇ ସୁଖ ସମ୍ପିତ୍ତି ଲାଭ ହେବ । ଆଧୁନିକ କୌଶଳ ବ୍ୟବହାର କରିବା ଶିଖିବା ପାଇଁ ସମୟ ବହୁତ ଭଲ । ବକେୟା ଅର୍ଥ କିଛି ମିଳିବ । ପେସାଦାର ବ୍ୟବସାୟଙ୍କୁ ଅଚାନକ ଧନଲାଭ ହୋଇପାରେ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରନ୍ତି । ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ତି ଲାଭ କରିବେ ।

ପ୍ରତିକାର - ଅଟାରେ ଚିନି ମିଶାଇ ରୁଟି ତିଆରି କରି କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :