• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 14th October To 20th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂଆ ଘର କିଣିବାରେ ଟଙ୍କା ବିନିଯୋଗ କରିପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ।

Taurus

ବୃଷ

Monday 14 Oct 2024

ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ୱାରା ସହଜ ସୁବିଧାରେ ହୋଇଯିବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ବ୍ୟବସାୟିମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢିଯିବ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ନୂଆ ବାହନ କିଣିବାର ଆଶା ପୂରଣ ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ତୁମର ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ ।

ପ୍ରତିକାର – ମା’ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :