• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 14th October To 20th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂଆ ଘର କିଣିବାରେ ଟଙ୍କା ବିନିଯୋଗ କରିପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ।

Aquarius

କୁମ୍ଭ

Monday 14 Oct 2024

ବ୍ୟବସାୟରେ ଉନ୍ନତି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣ ହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ସୁଖ ସମୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ କରିବେ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଦୂରଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ଇଶ୍ୱରଙ୍କ ସାଧନାରେ ଲିପ୍ତ ରହିବେ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :