• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 14th October To 20th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂଆ ଘର କିଣିବାରେ ଟଙ୍କା ବିନିଯୋଗ କରିପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ।

Pisces

ମୀନ

Monday 14 Oct 2024

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାଫଳରେ ମାନସିକ ଶାନ୍ତି ପାଇବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ ଓ ନିଜ କ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ରାଜନୀତି କ୍ଷେତ୍ରରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :