• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 14th October To 20th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂଆ ଘର କିଣିବାରେ ଟଙ୍କା ବିନିଯୋଗ କରିପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ।

Gemini

ମିଥୁନ

Monday 14 Oct 2024

ଜୀବନସାଥୀଙ୍କ ପାଇଁ ବହୁତ ସମୟ ଦେବାକୁ ପଡିବ ଓ ଦାମ୍ପତ୍ୟ ଜୀବନରେ ମତଭେବ ଦୂରେଇ ଯାଇ ସୁଖଶାନ୍ତି ପାଇବେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ଆତ୍ମୀୟମାନଙ୍କ ପ୍ରତି ଅତ୍ୟନ୍ତ ନମ୍ର ଓ କୃତଜ୍ଞ ହେବା ସହ ପରିବାର ସଦସ୍ୟଙ୍କ ସ୍ୱାର୍ଥର ଯତ୍ନ ନେବା ଉଚିତ୍ । ଆତ୍ମବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :