• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 14th October To 20th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂଆ ଘର କିଣିବାରେ ଟଙ୍କା ବିନିଯୋଗ କରିପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ।

Cancer

କର୍କଟ

Monday 14 Oct 2024

ବେପାର ବୃତ୍ତିରେ ସଫଳତା ହାସଲ କରିବେ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ରାଜନୀତିରେ କୌଣସି ପଦ ବ୍ୟକ୍ତିଙ୍କ ସାନିଧ୍ୟ ପାଇ ପାରନ୍ତି । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଯାନବାହନ ସୁଖ ମିଳିବ । ସ୍ୱାସ୍ଥ୍ୟ ଠିକ୍ ରହିବ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ନ୍ୟକ୍ତିମାନେ ଶୁଭ ସମ୍ବାଦ ପାଇ ଖୁସିହେବେ ।

ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :